Masthead

୫ରୁ ବଢିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହାର ପ୍ରଭାବରେ ୫ ତାରିଖଠାରୁ ବଢ଼ିବ ବର୍ଷା । ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ଉପକୂଳ ଓଡ଼ିଶାରେ ଭଲ ବର୍ଷା ହେବା ନେଇ ଆକଳନ କରାଯାଇଛି । ତେବେ ଆସନ୍ତାକାଲି ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ୮ ତାରିଖ ଯାଏଁ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ