Masthead

ଜେଲ ସୁପରିଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୭ଟି ସ୍ଥାନରେ ରେଡ୍

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଟେଣ୍ଡେଣ୍ଟ । କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ଵାଇଁଙ୍କ ଘରେ ରେଡ୍‌ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍‌ । କେନ୍ଦୁଝର, ଭୁବନେଶ୍ବର ବାସଭବନରେ ରେଡ୍‌ । କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ୍ ସତ୍ୟ ପ୍ରକାଶ ସ୍ୱାଇଁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ । ଶୁକ୍ରବାର ଭୁବନେଶ୍ୱରରୁ ଏକ ଟିମ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଏହି ଚଢ଼ାଉ କରିଛି ।

କେନ୍ଦୁଝର ଅଫିସ୍, ବାସଭବନ,ଭଦ୍ରକ ପୈତୃକ ଭବନ, ଭୁବନେଶ୍ଵର ଲକ୍ଷ୍ମୀସାଗର ନିଜ ଘର ଓ ଶ୍ୱଶୁର ଘର ଜାଗମରାର ମିଶି ମୋଟ୍ ୭ ଟି ସ୍ଥାନରେ ଚଢାଉ ଜାରି ରହିଛି । ସୂଚନା ମୁତାବକ, କେନ୍ଦୁଝର ଜେଲ୍ ଅଧିକ୍ଷକ ସତ୍ୟ ପ୍ରକାଶ ସ୍ୱାଇଁଙ୍କ ସରକାରୀ ବାସ ଭବନରେ ଭିଜିଲାନ୍ସ ରେଡ୍ ଜାରି ରହିଛି । ଏହି ଚଢାଉ ପାଇଁ ସ୍ପେସାଲ ଜଜ୍ ଏକ ସର୍ଚ୍ଚ ୱାରେଣ୍ଟର ଜାରି କରିଥିଲେ । ୧୨ ଜଣ ଡିଏସ୍ପି, ୧୧ ଜଣ ଇନ୍ସପେକ୍ଟର (ଏସ୍ଆଇ ଏବଂ ଏସ୍ଆଇ)ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏହି ରେଡ୍ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ