Masthead

ବିଜେଡି ନେତାଙ୍କ ଗୁଣ୍ଡାଗର୍ଦ୍ଦି, ବିଜେପିକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ

ବଲାଙ୍ଗିର (ବଡ଼ ଖବର ବୁ୍ୟରୋ): ପାଟଣାଗଡ ପରେ ଏବେ ଲୋଇସିଂହା ବିଜେଡି ନେତାଙ୍କ ଗୁଣ୍ଡାଗର୍ଦ୍ଦି । ଦୁଇ ବିଜେପିକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି ବିଜେଡି ନେତା । ଏପରିକି ଲୋଇସିଂହା ବ୍ଲକ ପରିସରରେ ବିଜେପି କର୍ମୀଙ୍କୁ ପିଟାମରା କରିଥିବା ଅଭିଯୋଗ ହୋଇଛି । ବିଧା, ଗୋଇଠା ସହ ଲୁହା ରଡରେ ଆକ୍ରମଣ କରିଛନ୍ତି । ବାଦିବାହାଲ ସରପଞ୍ଚ ପ୍ରଶାନ୍ତ ତ୍ରିପାଠୀ ଲୋକ ଲଗାଇ ବିଜେପିକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ଘଟଣାରେ ଦୁଇ ଜଣ ବିଜେପିକର୍ମୀ ଆହତ ହୋଇ ବଲାଙ୍ଗିର ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ଗୁରୁତର ଦୁଇ ବିଜେପି ର୍ମୀ ହେଲେ ବାଦିବାହାଲର ସୁନୀଲ ଦାସ ଓ ମୁରଶୁଣ୍ଢର ବିଜୟ ବିଶ୍ଵାଳ । କେନ୍ଦ୍ରୀୟ ପାଣ୍ଠିରେ ବ୍ଲକ ଅଧ୍ୟକ୍ଷ ମନମାନି କରି କାର୍ଯ୍ୟ କରୁଥିବାରୁ ଏହାକୁ ବିରୋଧ କରିଥିଲେ ବିଜେପିକର୍ମୀ । ହେଲେ ସମସ୍ୟାର ସମାଧାନ ନକରି ବିଜେଡି ନେତା ଗୁଣ୍ଡା ଡକାଇ ବିଜେପିକର୍ମୀଙ୍କୁ ନିସ୍ତୁକ ପିଟାମରା କରିଛିନ୍ତି । ତେବେ ବ୍ଲକ ଅଧ୍ୟକ୍ଷ ଯତୀନ ପଟେଲଙ୍କ ଇଙ୍ଗିତରେ ଏହି ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି ବିଜେପିକର୍ମୀ । ସେପଟେ ଅଭିଯୋଗ ନେଇ ବ୍ଲକ ଅଧ୍ୟକ୍ଷ ଯତୀନ ପଟେଲଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା