Masthead

ବିଜେଡି ଛାଡିଲେ ସୁଜିତ କୁମାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଦେଇଛନ୍ତି। ସୁଜିତ ବିଜେଡିର ଜଣେ ଟାଣୁଆ ନେତା ଥିଲେ। ଅନ୍ୟପକ୍ଷରେ ସୁଜିତ କୁମାରଙ୍କୁ ଦଳରୁ ବହିଷ୍କାର କରିଛି ବିଜେଡି। ଦଳ ତାଙ୍କୁ ବିରୋଧୀ କାର୍ୟ୍ୟ ପାଇଁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜ୍‌ରେ ସୂଚନା ଦିଆଯାଇଛି। ସୁଜିତ ବିଜେଡି ଛାଡ଼ିବା ପରେ ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଛି।

ବିଜେଡିରୁ ବହିଷ୍କାର ପରେ ବିଜେପି ଅଫିସରେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପହଞ୍ଚିଲେ ସୁଜିତ କୁମାର । ଅଳ୍ପ ସମୟ ପରେ ସୁଜିତ କୁମାର ବିଜେପିରେ ଯୋଗଦେଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା