Masthead

ନଭେମ୍ବର ୧୫ ସୁଦ୍ଧା ସବୁ ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଅ: ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ  ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।  ୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର