Masthead

ଆଜି ଗୃହରେ ଆଗତ ହେବ ୨୦୨୪-୨୫ ବଜେଟର ବ୍ୟୟମଞ୍ଜୁରୀ ବିଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାରେ ଆସିବ ବ୍ୟୟମଞ୍ଜୁରୀ ବିଲ୍ । ତିନି ଦିନର ବିରତି ପରେ ଆଜି ପୁଣି ଅଧିବେଶନ ଆରମ୍ଭ ହେବ । ଗୃହରେ ଆଗତ ହେବ ୨୦୨୪-୨୫ ବଜେଟର ବ୍ୟୟମଞ୍ଜୁରୀ ବିଲ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଲକୁ ଗୃହରେ ଆଗତ କରିବେ । ନୂଆ ସରକାରଙ୍କ ପ୍ରଥମ ବଜେଟର ବ୍ୟୟମଞ୍ଜୁରୀ ପାଇଁ ବିଧାନସଭାର ଅନୁମୋଦନ ଲୋଡିବେ ମୁଖ୍ୟମନ୍ତ୍ରୀ ।

ଗତ ଜୁଲାଇ ୨୫ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ । ୨ଲକ୍ଷ ୬୫ହଜାର କୋଟି ଟଙ୍କା ବ୍ୟୟବରାଦ ରହିଛି ବଜେଟରେ । ଗତବର୍ଷ ତୁଳନାରେ ଏହା ୧୫ ପ୍ରତିଶତ ଅଧିକ । ବଜେଟରେ ନୂଆ ସରକାର ୧୯ଟି ନୂଆ ଯୋଜନା ଆଣିବାକୁ ଘୋଷଣା କରିଛନ୍ତି । ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନାରେ ପାରିତ ହୋଇଥିବାବେଳେ ଗିଲୋଟିନରେ ୨୩ଟି ବିଭାଗର ଖର୍ଚ୍ଚଦାବି ଗୃହୀତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ