ଆଜି ହୁଲସ୍ତୁଲ ହୋଇପାରେ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ସରଗରମ ରହିବ ବିଧାନସଭା । ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ । କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ଯ ଯୋଗାଣ ଓ ଖାଉଟି କଲ୍ଯାଣ, ଶକ୍ତି, ସମବାୟ, ମତ୍ସ୍ଯ ଓ ପ୍ରାଣିସମ୍ପଦ ବିକାଶ, ବୟନ ଶିଳ୍ପ, ସୁକ୍ଷ୍ମ, କ୍ଷୁଦ୍ର ଓ ମଧ୍ଯମ ଉଦ୍ଯୋଗ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ଯକ୍ରମ ରହିଛି । ସେହିପରି ଶୂନ୍ଯକାଳରେ ଗୃହ ହୁଲସ୍ତୁଲ ହୋଇପାରେ । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିପାରନ୍ତି ବିରୋଧୀ । ବିଶେଷ କରି ସୁଭଦ୍ରା, ରେଭେନ୍ସା ନାମ ପରିବର୍ତ୍ତନ ପ୍ରସ୍ତାବ, କାଳିଆକୁ ସିଏମ କିଷାନରେ ପରିଣତ ଆଦି ପ୍ରସଙ୍ଗରେ ସରକାରଙ୍କୁ ଘେରିପାରନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ଗତକାଲି ଗୃହରେ ବ୍ଯୟ ମଞ୍ଜୁରୀ ବିଲ୍ ପାରିତ ହୋଇଥିଲା । ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବ୍ଯୟ ମଞ୍ଜୁରୀ ବିଲ୍ ପାରିତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ