Masthead

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ପ୍ରସନ୍ନଙ୍କ କୁଲାଡ ଓ ବ୍ରହ୍ମପୁର ବାସଭବନରେ ରେଡ୍ ଚାଲିଛି। ଭଞ୍ଜନଗର କାର୍ଯ୍ୟାଳୟରେ ମଧ୍ୟ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୭ ଡିଏସପି, ୫ ଇନ୍ସପେକ୍ଟର ଓ ୫ ଏସଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି