Masthead

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି।

1) ଗୋପାଳପୁର ବନ୍ଦରର ୯୫% ଆଦାନି ଗ୍ରୁପକୁ ଯିବ

ବନ୍ଦରର ବିକାଶ ଓ ସଂପ୍ରସାରଣ ପାଇଁ କ୍ୟାବିନେଟ୍ ନିଷ୍ପତ୍ତି

2) ଓଡ଼ିଶା ବେସାମରିକ ସେବା ନିୟମାବଳୀ ସଂଶୋଧନ

ସରକାରୀ ଚାକିରିଆ ବାପାମା’ଙ୍କ ମୃତ୍ୟୁ ପରେ ଝିଅଙ୍କୁ ଚାକିରି

ନିର୍ଭରଶୀଳ ଥିବା ବିବାହିତା/ସାବତ ଝିଅଙ୍କୁ ମିଳିବ ଚାକିରି

ପୂର୍ବରୁ ଅବିବାହିତା/ସାବତ ଝିଅଙ୍କୁ ମିଳୁଥିଲା ଚାକିରି

3) ୟୁନିଫର୍ମ ସେବାରେ ଅଗ୍ନିବୀରଙ୍କୁ ୧୦% ସଂରକ୍ଷଣ

ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଅତିରିକ୍ତ ୧୦% ସଂରକ୍ଷଣ

ଅବସରପ୍ରାପ୍ତ ସୈନିକଙ୍କ ସଂରକ୍ଷଣ ଉପରେ ଅତିରିକ୍ତ ସଂରକ୍ଷଣ

ନିର୍ଦ୍ଧାରିତ ବୟସ ସୀମା ୩ ବର୍ଷ କୋହଳ କରାଯିବ

ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷା ଦେବାକୁ ପଡ଼ିବନି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର