ପୂର୍ବତନ ବିଜେଡି ବ୍ଲକ ସଭାପତି ଗିରଫ

ବାରିପଦା (ବଡ଼ ଖବର ବ୍ୟୁରୋ): ବିନା ସରକାରୀ ସ୍ୱୀକୃତି ନଥାଇ ଏକ କୋଟି ୧୯ ଲକ୍ଷ ଟଙ୍କା ବିଭିନ୍ନ ଆକାଉଣ୍ଟକୁ ଦେବା ଘଟଣାରେ ପୁଣି ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ବାରିପଦା ଭିଜିଲାନ୍ସ ବିଭାଗ ଆଜି ପୂର୍ବତନ ଶୁଳିଆପଦା ବ୍ଲକ ସଭାପତି ଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଦିବ୍ୟଲୋଚନ ଦାଶ । ତାଙ୍କ ସହ ଜଣେ ଠିକା କମଚାରୀ ମୋନଜ ଦେଓଙ୍କୁ ମଧ୍ୟ ଗିରଫ କରିଛି । ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ବ୍ଲକରେ କୋଭିଡ ସମୟରେ ଅମବାଡସି ଟଙ୍କାରୁ ଏକ କୋଟି ୧୯ ଲକ୍ଷ ଟଙ୍କା ବିଭିନ୍ନ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଟ୍ରାନଫର ହୋଇଥିଲା ।

ସରକାରୀ ଅର୍ଥ ବେଆଇନ ଭାବେ ଦିଆ ଯାଇଥିବା ନେଇ ଗତ ମାସ ଭିଜିଲାନ୍ସ ଏକ ମାମଲା ରୁଜୁ କରିଥିଲା । ଯେଉଁଥିରେ ଶୁଳିଆପଦା ବ୍ଲକର ତତକାଳୀନ ବିଡିଓ ପରିକ୍ଷିତ ଜେନା ଏବଂ ତାଙ୍କ ସହିତ ଜଣେ ଆକାଉଣ୍ଟଟାଣ୍ଟ ଏବଂ ବ୍ୟବସାୟୀ ଗିରଫ ହୋଇ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି। ସେହି ଘଟଣାରେ ମୋଟ ଆଠ ଜଣଙ୍କ ନାମରେ ଭିଜିଲାନ୍ସ ମାମଲା ରୁଜୁ କରିଥିବା ବେଳେ କିଛି ଜଣ ଫେରାର ରହିଛନ୍ତି। ଭିଜିଲାନ୍ସ ଦିବ୍ୟଲୋଚନ ଦାଶଙ୍କୁ ଆଜି ଗିରଫ କରିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!