Masthead

ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେଇଛି । ଏହାର ପ୍ରଭାରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଦେଓଗଡ଼, ଅନୁଗୁଳ, କେଉଁଝର, ସୋନପୁର, ବରଗଡ଼, ମୟୂରଭଞ୍ଜରେ ପ୍ରବଳ ବର୍ଷାର ଆଶଙ୍କା ନେଇ ଜାରି ହୋଇଛି ୟେଲୋ ଆଲର୍ଟ । ଆସନ୍ତାକାଲିଠୁ କମିବ ବର୍ଷା । ସୋମବାର ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ବର୍ଷା ହେବ । ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼