Masthead

ବଢୁଛି ଜଳକା ନଦୀ ଜଳସ୍ତର, ସୃଷ୍ଟି ହୋଇପାରେ ବନ୍ୟା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିପଦ ସଙ୍କେତ ଡେଇଁଲା ଜଳକା । ବନ୍ୟା ଆଶଙ୍କାରେ ଭୟଭୀତ ନଦୀ କୂଳିଆ ଗାଁ ଲୋକେ । ବନ୍ୟା ହେଲେ ଦୁଇଟି ବ୍ଲକର ୧୩ ପଞ୍ଚାୟତ ପ୍ରଭାବିତ ହେବାର ଆଶଙ୍କା । ବସ୍ତା ମଥାନୀ ଠାରେ ଜଳକା ନଦୀର ସତର୍କ ସଙ୍କେତ ୬.୦୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳସ୍ତର ୬ .୨୦ ମିଟରରେ ପ୍ରବାହିତ ହେଉଛି ନଦୀର ଜଳସ୍ତର । ଧୀରେ ଧୀରେ ଜଳକାର ଜଳସ୍ତର ବଢୁଥିବା ବେଳେ ସୃଷ୍ଟି ହୋଇପାରେ ବନ୍ୟା । ତେବେ ଲଘୁଚାପ ଜନିତ ଦୁଇଦିନ ଲଗାଣ ବର୍ଷା ପାଇଁ ଦେଖା ଦେଇଛି ଏଭଳି ସ୍ଥିତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି