Masthead

ପରପାରିରେ ଭିକାରୀ ମହମ୍ମଦ

ନୟାଗଡ଼, (ବଡ଼ ଖବର ବ୍ୟୁରୋ): ଆରପାରିରେ ବିଶିଷ୍ଟ ସଙ୍ଗୀତଜ୍ଞ ଭିକାରୀ ମହମ୍ମଦ । ବୁଧବାର ରାତିରେ କଟକ ବଡ଼ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କୁ ୭୧ ବର୍ଷ ହୋଇଥିଲା । ନୟଗାଡ଼ ଜିଲ୍ଲା ଖଣ୍ଡପଡ଼ାରେ ଜନ୍ମଗ୍ରହଣ କରିଥିଲେ ଭିକାରୀ । ମହାପ୍ରଭୁ ଜଗନ୍ନାଥଙ୍କ ଜଣାଣ ଗାଇ ଓଡ଼ିଶାରେ ପ୍ରସିଦ୍ଧି ଲାଭ କରିଥିଲେ ସେ । ତାଙ୍କ ଦେହାନ୍ତ ଓଡ଼ିଆ ଭଜନ ଜଗତରେ ଏକ ଅପୂରଣୀୟ କ୍ଷତି ବୋଲି ମତ ପ୍ରକାଶ ପାଇଛି । ଭିକାରୀଙ୍କ ମୃତଦେହ ତାଙ୍କ ଜନ୍ମସ୍ଥାନ ଖଣ୍ଡପଡ଼ା ନିଆଯିବାକୁ ପ୍ରସ୍ତୁତି ଚାଲିଛି । ସେଠାରେ ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି । ଶେଷଦର୍ଶନ କରିବା ଲାଗି ଚାହିଁ ରହିଛନ୍ତି ତାଙ୍କ ପ୍ରଂଶସକ । ତାଙ୍କ ମୃତ୍ୟୁରେ ଖଣ୍ଡପଡ଼ାରେ ଖେଳିଯାଇଛି ଶୋକର ଛାୟା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା