ଆନ୍ଦୋଳନରୁ ଉଠିଲେ ଜୁନିୟର ଡାକ୍ତର !

କୋଲକାତା(ବଡ଼ ଖବର ବ୍ୟୁରୋ): ଆଜି ଆନ୍ଦୋଳନରୁ ଉଠବେ ପଶ୍ଚିମବଙ୍ଗ ଜୁନିୟର ଡାକ୍ତର । ଆରଜି କର ମେଡିକାଲର ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗରେ ଅଭୟାଙ୍କୁ ନ୍ୟାୟ ଦାବିରେ ୪୧ ଦିନ ହେଲା ଆନ୍ଦୋଳନ କରୁଥିଲେ । ଆଜିଠାରୁ ଆନ୍ଦୋଳନ ପ୍ରତିହାର କରି ଡାକ୍ତର ମାନେ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ ।

ହେଲେ OPD ରେ ସେବା ଯୋଗାଇବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ଧାରଣା ଓ ବିକ୍ଷୋଭ ବନ୍ଦ ହେଲେ ବି ଅଭୟା ନ୍ୟାୟ ପାଇବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ଡାକ୍ତର ସଂଘ କହିଛି । ସେପଟେ କୋଲକାତା ଆରଜି କର ମେଡିକାଲ୍ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ରେଜିଷ୍ଟ୍ରେସନ ବାତିଲ । ଜୁନିଅର ଡାକ୍ତରକୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ବିବାଦରେ ଥିବା ସନ୍ଦୀପଙ୍କ ଡାକ୍ତରୀ ପଞ୍ଜିକରଣକୁ ବାତିଲ କରିଛି ପଶ୍ଚିମବଙ୍ଗ ମେଡିକାଲ୍ କାଉନସିଲ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’