Masthead

୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭରତପୁର ଥାନା ମାମଲା । ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା । ବିଜେଡି ପକ୍ଷରୁ ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦିଆଯାଇଛି । ପ୍ରେସମିଟ ଜରିଆରେ ବିଜେଡି ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ ବିଜେଡି ସକାଳ ୬ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଅଖ-ଚକ ବନ୍ଦ ଡାକରା ଦେଇଛି ବିଜେଡି । ଏହି ସମୟରେ ଅତ୍ୟାବଶ୍ୟକ ସେବା ଯେଭଳି ବ୍ୟାହତ ନହେବ । ସେଥି ପାଇଁ ଦୃଷ୍ଟି ଦେବାକୁ ବିଜେଡି କହିଛି । ଏହିସହିତ ଏହି ଘଟଣାରେ ଭୁବନେଶ୍ୱର ବାସିନ୍ଦା ସହଯୋଗ କରିବାକୁ ମଧ୍ୟ ଅପିଲ୍ କରିଛି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ