Masthead

ସେପ୍ଟେମ୍ବର ୨୭ରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର୨୭ରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ସମନ୍ୱୟ କମିଟି ସଦସ୍ୟ, ବରିଷ୍ଠ ନେତା ଓ ଜିଲ୍ଲା ସଭାପତିଙ୍କ ସହ ଆଲୋଚନା କରିବେ ବିଜେଡି ସୁପ୍ରିମୋ । ଦଳର ଆଗାମୀ ଭବିଷ୍ୟତ ପାଇଁ ପ୍ରସ୍ତୁତ ହେବ ରଣନୀତି । କେଉଁ ପ୍ରସଙ୍ଗରେ ତୃଣମୂଳ ସ୍ତରକୁ ଯିବ ଦଳ ହେବ ଆଲୋଚନା । ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ରଙ୍କ ସୂଚନା ।

ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି ହେବେ ବିଜେଡିର ସବୁ ବରିଷ୍ଠ ନେତା ଓ ଜିଲା ସଭାପତି। ନିର୍ବାଚନ ପରାଜୟର କାରଣ ଖୋଜିବା ସହ ଦଳକୁ କିପରି ପୂର୍ବପରି ସୁଦୃଢ କରିହେବ ସେନେଇ ଆଲୋଚନା ହେବ। ତେବେ ଦଳରେ ଅନ୍ତ କନ୍ଦଳ ବଢୁଥିବାରୁ ଦଳକୁ କିପରି ସୁଦୃଢ କରାଯିବ ଏନେଇ ଅଣ୍ଟା ଭିଡିଛନ୍ତି ନବୀନ ପଟ୍ଟନାୟକ। ଏଥିପାଇଁ ନଭେମ୍ବର ୨୭ରୁ ଜିଲାକୁ ଜିଲା ଗସ୍ତ କରିବେ ନବୀନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ