Masthead

ହାଇକୋର୍ଟ ବିଚାରପତିଙ୍କ ଉପରେ ବର୍ଷିଲେ ସିଜେଆଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହାଇକୋର୍ଟ ବିଚାରପତିଙ୍କ ଉପରେ ବର୍ଷିଲେ ସିଜେଆଇ ଚନ୍ଦ୍ରଚୂଡ । କହିଲେ ଭାରତର କୌଣସି ବି ଅଞ୍ଚଳକୁ ‘ପାକିସ୍ତାନ’ କହିପାରିବେ ନାହିଁ । ନିକଟରେ ହୋଇଥିବା ଏକ ଶୁଣାଣି ସମୟରେ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି ସମ୍ବୋଧନ କରି ବିବାଦୀୟ ମନ୍ତବ୍ୟ ଦେଇଥବା କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀଶାନନ୍ଦଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ ।

ସେ କହିଛନ୍ତି, ଆପଣ ଭାରତର କୌଣସି ବି ଅଞ୍ଚଳକୁ ଏପରି ଭାବେ ପାକିସ୍ତାନ କହି ସମ୍ବୋଧନ କରିପାରିବେ ନାହିଁ। ଯାହାକୁ ନେଇ ହାଇକୋର୍ଟ ବିଚାରପତି ନିଜ ମନ୍ତବ୍ୟ ପାଇଁ କ୍ଷମା ମାଗି ସାରିଛନ୍ତି। ଯାହାର ଭିଡିଓ ଭାଇରାଲ ହୋଇଥିଲା । ଏହି ଭିଡିଓରେ ଦେଖିବାକୁ ମିଳିଥିଲା ଯେ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀଶାନନ୍ଦ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି କହିଥିଲେ। ଯାହାକୁ ନେଇ ବିବାଦ ଉପୁଜିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..