ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନ ୫ଟାବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ବୈଠକରେ ୪ଟି ପ୍ରସ୍ତାବରେ ମୋହର ବାଜିପାରେ । ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଆସିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ