୨ ଦଫା ଦାବିରେ ୧୨ ଘଣ୍ଟିଆ ପାଟଣାଗଡ଼ରେ ବନ୍ଦ ପାଳନ

ପାଟଣାଗଡ଼ (ବଡ଼ ଖବର ବ୍ୟୁରୋ): ୨ ଦଫା ଦାବିରେ ୧୨ ଘଣ୍ଟିଆ ପାଟଣାଗଡ଼ରେ ବନ୍ଦ ପାଳନ । ପାଟଣାଗଡ଼କୁ ନୂଆ ରେଳ ଲାଇନ୍ ଓ ବାଇପାସ୍‌ ଦାବିରେ ବନ୍ଦ ପାଳନ । ବଲାଙ୍ଗୀର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ଦାବି । ସିଟିଜେନ୍ ଫୋରମ୍ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ । ଫଳରେ ଦୋକାନ ବଜାର, ରାସ୍ତାଘାଟ ଆଦି ବନ୍ଦ ରହିଥିବା ବେଳେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ବଲାଙ୍ଗୀର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ଦାବିରେ ସିଟିଜେନ୍ ଫୋରମ୍ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ ।

ସମସ୍ତ ଅନୁଷ୍ଠାନ ବନ୍ଦ ସହ ଅଖ ଚକ ବନ୍ଦ କରିବାକୁ ଡାକରା ଦେଇଛି ସିଟିଜେନ ଫୋରମ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବନ୍ଦ ପାଳନ । ଏନେଇ ସିଟିଜେନ ଫୋରମ ସହ କଣ୍ଟାବାଞ୍ଜି ରେଳ ବିଭାଗ ଜି,ଆର, ଏମ ଓ ଅନ୍ୟ ପ୍ରଶାସନିକ ଅଧିକାରୀ ମାନେ ପୂର୍ବରୁ ଆଲୋଚନା କରିଥିବା ବେଳେ କୌଣସି ବାଟ ଫିଟିନଥିଲା । ସିଟିଜେନ ଫୋରମ ନିଜ ଜିଦରେ ଅଟଳ ଥିବା ବେଳେ ଆଜି ବନ୍ଦ ପାଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ