Masthead

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ, ବିଜେପିର ଦଳୀୟ ସମାବେଶରେ ଦେବେ ଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଝାଡ଼ଖଣ୍ଡରେ BJPର ଦଳୀୟ ସମାବେଶରେ ଯୋଗ ଦେବେ। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଚାଇଁବାସାର କୋଲ୍ ହାନ୍ ଯିବେ। ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି। ସେସବୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓଡ଼ିଆ ଭାଷାଭାଷୀଙ୍କ ଉପରେ ପ୍ରଭାବ ପକାଇବ। ସେହିପରି ସୀମାନ୍ତ ପଡ଼ୋଶୀ ଜିଲ୍ଲା ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର ବିଜେପିର ବରିଷ୍ଠ ନେତା, ସାଂସଦ, ବିଧାୟକ ବି ଝାଡ଼ଖଣ୍ଡ ଯିବେ ବୋଲି ସୂଚନା ମିଳିଛି। ଝାଡ଼ଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା କରାଯାଇନାହିଁ। ତେବେ ବିଜେପି ପକ୍ଷରୁ ପ୍ରାକ୍ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା