Masthead

ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମଣ୍ଡଳ ଜେଲରେ ମାଦକ ଦ୍ରବ୍ୟ ଯାଞ୍ଚ ପାଇଁ ଚଢାଉ । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଭୋର ୩.୩୦ ରୁ ୨୨ଟି ଓ୍ବାର୍ଡରେ ରହୁଥିବା ୫୭୬ ଅନ୍ତେବାସୀଙ୍କ ଆସବାବପତ୍ର ଯାଞ୍ଚ କରାଯାଇଛି । ଚଢାଉ ବେଳେ ବିପୁଳ ପରିମାଣର ମାଦକ ଦ୍ରବ୍ୟ, ଖଇନି, ଅମୃତାଂଜନ, ଗୁଟଖା ଜବତ ହୋଇଛି । ରେଡ୍ରେ ୭ଜଣ ଇନସ୍ପେକ୍ଟର, ୨ଜଣ ଏସଡିପିଓ, ୪ ପ୍ଲାଟୁନ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି ସାମିଲ ହୋଇଛନ୍ତି । ସୂଚନା ମୁତାବକ, ସମ୍ବଲପୁର ମଣ୍ଡଳ ଜେଲ୍ରେ ମାଦକଦ୍ରବ୍ୟ ଯାଞ୍ଚ ପାଇଁ ଶୁକ୍ରବାର ଭୋର ୩.୩୦ରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରେଡ୍ କରାଯାଇଥିଲା ।

ଏହି ରେଡ୍ରେ ୭ଜଣ ଇନସ୍ପେକ୍ଟର, ୨ଜଣ ଏସଡିପିଓ, ୪ ପ୍ଲାଟୁନ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି ସାମିଲ ଥିଲେ । ଜେଲ୍ର ୨୨ ଟି ୱାର୍ଡରେ ରହୁଥିବା ୫୭୬ ଅନ୍ତେବାସୀଙ୍କ ଆସବାବପତ୍ର ଯାଞ୍ଚ କରାଯାଇଥିଲା । ଏହି ଚଢାଉରେ ବିପୁଳ ପରିମାଣର ମାଦକ ଦ୍ରବ୍ୟ, ଖଇନି, ଅମୃତାଂଜନ, ଗୁଟଖା ଜବତ କରାଯାଇଛି । ଏନେଇ ସମ୍ବଲପୁର ଅତିରିକ୍ତ ଏସପି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ