Masthead

ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କ ମାଓ ମୁକାବିଲା ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କ ମାଓ ମୁକାବିଲା ବୈଠକ । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ବୈଠକ ।  ବୈଠକରେ ଯୋଗଦେବେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାର ମୁଖ୍ୟ ଶାସନ ସଚିବ ଓ ଡିଜିପି ମଧ୍ୟ ଯୋଗ ଦେବେ। ଓଡ଼ିଶା ସମେତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ୟ୍ୟ ସମ୍ପର୍କରେ ଆଲୋଚନା ହେବ । ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେୱନ୍ତ ରେଡ୍ଡୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏହି ବୈଠକରେ ଯୋଗଦେବେ।

ସେହିଭଳି ବୈଠକରେ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍ଏସ୍ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ । ବୈଠକ ପୂର୍ବରୁ ଆଜି ଶାହ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହ ମାଓ ମୁକାବିଲା ନେଇ ଆଲୋଚନା କରିଛନ୍ତି । ଛତିଶଗଡରେ ସୁରକ୍ଷା ବାହିନୀ ଗୁଳିରେ ୩୬ ଜଣ ମାଓବାଦୀ ନିହତ ହେବା ଘଟଣାକୁ ନେଇ ଶାହ ଏହି ଅପରେସନରେ ସାମିଲ ରାଜ୍ୟ ପୁଲିସ ଓ କେନ୍ଦ୍ରୀୟ ବାହିନୀର କାର୍ୟ୍ୟକୁ ପ୍ରଶଂସା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା