Masthead

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ । ଦିଲ୍ଲୀ ଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ଯ୍ୟକ୍ରମରେ ସେ ଯୋଗଦେବେ ସେନେଇ ଜଣାପଡି ନାହିଁ।

ଏହା ବ୍ୟତିତ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ମଧ୍ୟ ତାଙ୍କର ସାକ୍ଷାତ କରି କେତେକ ବିଷୟ ଉପରେ କଥାବାର୍ତ୍ତା ହେବାର କାର୍ଯ୍ୟକ୍ରମ ଥିବା ଜଣାପଡିଛି । ଏହି ଅବସରରେ ସେ ବାତ୍ୟା ‘ଦାନା’ ପ୍ରଭାବରେ ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ। ଏହା ବ୍ୟତିତ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ମଧ୍ୟ ତାଙ୍କର ଭେଟଘାଟର କାର୍ଯ୍ୟକ୍ରମ ଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ