Masthead

ପୁଣି ରାଜରାସ୍ତାରେ ଚାଷୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ରାଜରାସ୍ତାରେ ଚାଷୀ । ବଢ଼ିଲା ପଞ୍ଜାବ ସରକାରଙ୍କ ଚିନ୍ତା । ଜେପି ନଡ୍ଡାଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ । ଡିଏପି ସାର ଯୋଗାଣ ଜାରି ରଖିବାକୁ କେନ୍ଦ୍ରର ପ୍ରତିଶ୍ରୁତି । ଶନିବାର ଆରମ୍ଭ ହୋଇଥିବା ଆନ୍ଦୋଳନ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି । ଠିକ୍ ସମୟରେ ଧାନ କିଣା ସମେତ ନଡ଼ା ପୋଡ଼ିବା ପାଇଁ କୃଷକଙ୍କ ବିରୋଧରେ ପୁଲିସର କାର୍ଯ୍ୟାନୁଷ୍ଠାନକୁ ବିରୋଧ କରାଯାଇଛି ।

ଶହଶହ କୃଷକ ରାଜରାସ୍ତାକୁ ଓହ୍ଲାଇବା ସହ ସରକାରଙ୍କୁ ପ୍ରତିବାଦ ଜଣାଇଛନ୍ତି । ତେବେ ଦାବି ପୂରଣ ନ ହେବା ଯାଏ ଏହି ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି ଚାଷୀ । ତୁରନ୍ତ ଚାଷୀଙ୍କ ସମସ୍ୟାର ସମାଧାନ ନହେଲେ ରାଜ୍ୟର ସଙ୍ଗରୁର, ଭଟିଣ୍ଡା, ମୋଗା, ବଟାଲା ଓ ଗୁରୁଦାସପୁରରେ ଚକା ଜାମ୍ କରାଯିବ ବୋଲି ମଧ୍ୟ ଚେତାଇ ଦେଇଛନ୍ତି ଚାଷୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା