Masthead

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବନ୍ଦ ରହିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ବାତ୍ୟା ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ଲାଗି ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଥିଲେ ସେମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ସମୟରେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା