Masthead

ବିଜେଡି ଛାଡ଼ିଲେ ସୁନନ୍ଦା ଦାସ

ବରୀ (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର। ୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ ଆଣିଲେ ସୁନନ୍ଦା । ୨୦୧୯ ରୁ ୨୦୨୪ ଯାଏଁ ବରୀରେ ବିଧାୟିକା ଭାବେ ଥିଲେ ସୁନନ୍ଦା। ଜଣେ ସ୍ବାର୍ଥବାଦୀ ନେତ୍ରୀ ଭାବେ ବରୀରେ ବେଶ ସୁନାମ ଅର୍ଜନ କରିଛନ୍ତି । ୫ ବର୍ଷ କାର୍ଯ୍ୟକାଳ ଭିତରେ ବରୀ ପାଇଁ ସେପରି ଆଖି ଦୃଶିୟା କାମ କରି ନାହାନ୍ତି ସୁନନ୍ଦା। ନିଜର ରାଜନୈତିକ ଜୀବନ ଓ ସ୍ୱାର୍ଥ ପାଇଁ ବିଜେଡି ଛାଡିଛନ୍ତି ବୋଲି ବରୀରେ ବେଶ ଆଲୋଚନା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି