Masthead

ହଠାତ୍ ପାଗରେ ପରିବର୍ତ୍ତନ, ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହଠାତ୍ ପାଗରେ ପରିବର୍ତ୍ତନ । ସକାଳୁ ସକାଳୁ କୋହଲା ପାଗ ପରେ ଲାଗି ରହିଛି ବର୍ଷା। ଆଜି ଟ୍ୱିନ ସିଟି ଭୁବନେଶ୍ୱର ଓ କଟକରେ ସକାଳୁ ବର୍ଷା ଆରମ୍ଭ ହୋଇଛି। ଗୁରୁବାର ରାତିରେ ପାଗ ଭଲ ଥିବାବେଳେ ଶୁକ୍ରବାର ଭୋର ସମୟରୁ ହଠାତ ପାଗ ପରିବର୍ତ୍ତନ ହୋଇଯାଇଛି। ରାଜଧାନୀ ଭୁବନେଶ୍ଵରରେ ଶୁକ୍ରବାର ସକାଳୁ କୋହଲା ପାଗ ଲାଗି ରହିଛି।

ତେବେ ସକାଳୁ ସକାଳୁ ବର୍ଷା ଲାଗିରହିଥିବାରୁ ଲୋକଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଛି । ଭୋରୁ ଝିପି ଝିପି ବର୍ଷା ଆରମ୍ଭ ହୋଇଛି। ମଧ୍ୟାହ୍ନ ପରଠାରୁ ବର୍ଷା ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଥିବାବେଳେ ରାସ୍ତାଘାଟରେ ଯାନବାହନ ଚଳାଚଳ ଏକପ୍ରକାର କମ ଦେଖିବାକୁ ମିଳିଛି। ଭୁବନେଶ୍ୱର ସମେତ ଖୋର୍ଦ୍ଧାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି