Masthead

ପୁଣି ଆସୁଛି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଆସନ୍ତା ୫ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଯାଇ ଦକ୍ଷିଣ ଆନ୍ଧ୍ର ବା ତାମିଲନାଡୁ ଆଡ଼କୁ ମୁହାଇଁପାରେ । ଏହା ପ୍ରଭାବରେ ଓଡ଼ିଶାର ଉପକୂଳ ଓ ଦକ୍ଷିଣ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଶନିବାର ପୂର୍ବ ଦକ୍ଷିଣ ବଙ୍ଗୋପସାଗର ପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଅଛି । ୫ ତାରିଖରେ ଏହା ଲଘୁଚାପ ରୂପ ନେବ । ତିନି ଦିନ ପରେ ଏହା ଅବପାତରେ ପରିଣତ ହେବ । ଅବପାତ ହେଲେ ଓଡ଼ିଶା ଉପକୂଳରେ ୧୧ ତାରିଖ ଯାଏ ବର୍ଷା ଲାଗି ରହିବ। ତେବେ ୭ ତାରିଖ ଯାଏ ପାଗ ଶୁଖିଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା