Masthead

ନଭେମ୍ବର ୪ ଏବଂ ୧୧ରେ ବନ୍ଦ ରହିବ ଗ୍ରିଭାନ୍ସ ସେଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ନଭେମ୍ବର ୪ ଏବଂ ୧୧ ତାରିଖ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ୟୁନିଟ୍-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି। ସରକାରୀ ଓ ବ୍ୟକ୍ତିଗତ କାର୍ଯ୍ୟ ପାଇଁ ଏହି ଦୁଇ ଦିନ ବନ୍ଦ ରହିବ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ