Masthead

ରାଜଧାନୀ ଭୁବନେଶ୍ବରରେ ମୃଦୁ ଭୂକମ୍ପ ଝଟକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ନେଇ ଚର୍ଚ୍ଚା । ସକାଳ ୭ଟା ୧୫ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ସୂଚନା । ୨ରୁ ୩ ସେକେଣ୍ଡ ପାଇଁ ଭୂମିକମ୍ପ ହୋଇଥିବା ସୂଚନା । ଭୀମଟାଙ୍ଗି, ସିଆର୍‌ପି, ନୟାପଲ୍ଲୀ ଅଞ୍ଚଳରେ ଅନୁଭୂତ ସୂଚନା । ତେବେ ଏ ନେଇ ପାଣିପାଗ ବିଭାଗ କିଛି ସ୍ପଷ୍ଟ କରିନି। ଖୁବ୍ କମ ସମୟ ପାଇଁ ଝଟକା ଅନୁଭୂତ ହୋଇଛି। ତେବେ ଲୋକେ ଭୟଭିତ ହୋଇ ପଡ଼ିଛନ୍ତି। ଭୂକମ୍ପ ଝଟକା ଅନୁଭୂତ ହେବା ପରେ କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ