Masthead

ଦିନକ ପରେ ମିଳିବ ବାତ୍ୟା କ୍ଷତିପୂରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ବାତ୍ୟାର ପ୍ରକୋପ । ଆସିଲା କ୍ଷୟକ୍ଷତି ରିପୋର୍ଟ । ଏବେ ଖୁସି ଖବର । ଦିନକ ପରେ କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକକୁ ଯିବ ଟଙ୍କା । ବାତ୍ୟା ଦାନାର କ୍ଷୟକ୍ଷତି ଆକଳନ ସରିଛି । ପ୍ରାଥମିକ ସ୍ତରରେ ୧୪ ଜିଲ୍ଲାରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନ ହୋଇଥିବା କହିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।

ଏହି କ୍ରମରେ ଚାଷୀଙ୍କୁ ପ୍ରଥମେ କ୍ଷତିପୂରଣ ଦେବେ ରାଜ୍ୟ ସରକାର । ଦିନେ କି ଦୁଇ ଦିନ ମଧ୍ୟରେ ସମସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ । କେନ୍ଦ୍ରୀୟ ସହାୟତାକୁ ଅପେକ୍ଷା ନ କରି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରଥମ ଚାଷୀଙ୍କୁ ଦେବେ କ୍ଷୟକ୍ଷତି ବାବଦ ଟଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ