Masthead

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର । ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ। ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ। ଏହି ଚଢାଉରେ ୮ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି ।

ଆର୍ଯ୍ୟବିହାର ୫୦୪ ପ୍ଳଟରେ ଥିବା ଘର, ପୁରୀ ବାଲୁଖଣ୍ଡ ୪୩୦ ବି ବ୍ଲକର ଚତୁର୍ଥ ମହଲାରେ ଥିବା ଫ୍ଲାଟ୍, ଜଙ୍କିଆ ମୁଣ୍ଡମ୍ବାରେ ଥିବା ପୈତୃକ ଘରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଏହା ସହ ଭୁବନେଶ୍ଵରର ଇଡକୋ କାର୍ଯ୍ୟାଳୟ, ଜଙ୍କିଆ ଠାରେ ଥିବା କ୍ରସର ଏବଂ ଭୁବନେଶ୍ବର ସାମନ୍ତରାପୁର ଠାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ