Masthead

ଖସୁଛି ତାପମାତ୍ର, ବଢୁଛି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳୁଛି ପାଣିପାଗ । ଖସୁଛି ତାପମାତ୍ରା । ବଢୁଛି ଶୀତ । ରାଜ୍ୟର ୧୫ ସହରର ରାତି ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି । ଫୁଲବାଣୀରେ ସବୁଠୁ କମ୍ ବା ୧୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ୧୬.୫ ଓ ନବରଙ୍ଗପୁରରେ ୧୬.୬ ଡିଗ୍ରୀ ରହିଥିଲା । ବିଭିନ୍ନ ସ୍ଥାନରେ ଏବେ ଶୀତ ଅନୁଭୂତ ହେବା ଆରମ୍ଭ ହୋଇଛି । ରାତି ବେଳା ତାପମାତ୍ରା ଖସିଯାଉଛି ।

ଭବାନୀପାଟଣା ଓ ରାୟଗଡ଼ାରେ ୧୭ଡିଗ୍ରୀ, କୋରାପୁଟରେ ୧୭.୮, ବଲାଙ୍ଗୀରରେ ୧୭.୯, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୧୮.୨, ଅନୁଗୁଳରେ ୧୮.୬, ରାଉରକେଲାରେ ୧୮.୮, ହୀରାକୁଦରେ ୧୯.୧, ସୋନପୁର ଓ ଟିଟିଲାଗଡ଼ରେ ୨୦, ମାଲକାନଗିରିରେ ସର୍ବନିମ୍ନ ତାପମାତ୍ରା ୨୦.୫ ଡିଗ୍ରୀ ରେକର୍ଡ ହୋଇଛି । ସେହିଭଳି ୭ ଓ ୮ ତାରିଖରେ ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି