ପୁରୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅପରାହ୍ନରେ ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏକ କାର୍ଯ୍ୟକ୍ରମରେ ଭାଗ ନେବା ସହ ଚତୁର୍ଦ୍ଧାମୂର୍ତ୍ତିଙ୍କୁ କରିବେ ଦର୍ଶନ । ଏହି ସମୟରେ ପାଖାପାଖି ଏକ ଘଣ୍ଟା ମନ୍ଦିରରେ ରହିବାର କର୍ଯ୍ୟକ୍ରମ ରହିଛି । ଶ୍ରୀମନ୍ଦିର ସ୍ଥିତି ସମ୍ପର୍କରେ ଆଲୋଚନା କରିବା ସହ ମେଘନାଦ ପାଚେରୀରେ ହୋଇଥିବା ଫାଟ ଓ ଅନ୍ୟାନ୍ୟ ସ୍ଥିତିର ଅନୁଧ୍ୟାନ କରିବା ସହ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’