Masthead

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଢେଙ୍କାନାଳ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ସୋମବାର ଭିଜିଲାନ୍ସ ଅଚାନକ ଚଢ଼ାଉ କରିଥିବା ସୂଚନା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲ୍ଲାପାଳଙ୍କ ଘରେ ରେଡ୍ କରିଥିବା ଜଣାପଡ଼ିଛି । କାମାକ୍ଷାନଗରରେ ଉପଜିଲ୍ଲାପାଳଙ୍କ ଅଫିସ୍ ସମେତ ସରକାରୀ ବାସଭବନ ସହ ଏକକାଳୀନ ମୋଟ୍ ୧୦ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି ।ଭଦ୍ରକ ବାସୁଦେବପୁର ପୈତୃକ ଘରେ ମଧ୍ୟ ଭିଜିଲାସ୍ ରେଡ୍ ଆରମ୍ଭ କରିଛି । ଭିଜିଲାନ୍ସ ଖୋଳତାଡ଼ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ