Masthead

ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ । ଏମ ଭି-୭୯ ଜିନ୍ଦଲଗୁଡ଼ା ବିକଟରେ ଗୁଳିବିନିମୟ । ଜଣେ ଯବାନ ଆହତ, ମେଡିକାଲରେ ଭର୍ତ୍ତି । ଏମଭି-୭୯ ଥାନା ଅନ୍ତର୍ଗତ ଜିନେଲଗୁଡା ଗାଁ ନିକଟସ୍ଥ ଜଙ୍ଗଲରେ ଛତିଶଗଡରୁ କିଛି ମାଓବାଦୀ ଆସି ଲୁଚି ରହିଥିବା ନେଇ ପୁଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହା ପରେ ଏସଓଜି ଓ ଡିଭିଏଫ ବାହିନୀ ତରଫରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା ।

ଭୋର ସମୟରେ ଜବାନ ମାନେ ନକ୍ସଲ ଶିବିର ପାଖରେ ପହଞ୍ଚି ଥିବା ବେଳେ ଯବାନଙ୍କୁ ଦେଖି ନକ୍ସଲମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ଯାହାର ପାଲଟା ଜବାବ ଦେଇଥିଲେ ଯବାନ । ଘଟଣାସ୍ଥଳରେ ବର୍ତ୍ତମାନ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଆହତ ଯବାନଙ୍କୁ ଚିକିତ୍ସା ପାଇଁ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟକୁ ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା