Masthead

ମହାରାଷ୍ଟ୍ର, ଝାଡ଼ଖଣ୍ଡ ଭୋଟ ଗଣତି

ଖୋଲିଲା ଇଭିଏମ । ଆସିବ ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ । ମହାରାଷ୍ଟ୍ରର ୨୮୮ ଆସନ ଭୋଟ୍ ଗ୍ରହଣ ହୋଇଥିଲା । ଦୁଇ ମେଣ୍ଟ – ମହାୟୁତି ଏବଂ ମହା ବିକାଶ ଅଘାଡି ମଧ୍ୟରେ ହେଉଛି ଜୋରଦାର ଟକ୍କର। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନା, ବିଜେପି ଏବଂ ଘଉଚ ଅଜିତ ପାୱାର ଗୋଷ୍ଠୀକୁ ନେଇ ଗଠନ ହୋଇଛି ମହାୟୁତି ମେଣ୍ଟ। ସେହିଭଳି କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଘଉଚ – ଶରଦ ପାୱାର ଗୋଷ୍ଠୀକୁ ନେଇ ହୋଇଛି ମହା ବିକାଶ ଅଘାଡି।

ପୂର୍ବ ନିର୍ବାଚନରେ କଂଗ୍ରେସ, ଶିବସେନା ମେଣ୍ଟ ଏବଂ କଂଗ୍ରେସ, ଏନସିପି ମେଣ୍ଟ ଭିତରେ ଲଢେଇ ହୋଇଥିଲା। ତେବେ ପରେ ଏକନାଥ ସିନ୍ଦେ ଶିବସେନାରୁ ଏବଂ ଅଜିତ ପାୱାର ଏନସିପିରୁ ଅଲଗା ହୋଇ ଭିନ୍ନ ଦଳ ଗଠନ କରିଥିଲେ। ଏଇ ଦୁଇ ଦଳ ବିଭାଜିତ ହେବା ପରେ ଏହା ରାଜ୍ୟରେ ପ୍ରଥମ ବିଧାନସଭା ନିର୍ବାଚନ। ବୁଥ୍ ବାହୁଡ଼ାର ମତ ଅନୁସାରେ ମହାରାଷ୍ଟ୍ରରେ ‘ମହାୟୁତି’କୁ ସ୍ପଷ୍ଟ ବହୁମତ ମିଳୁଥିବା ଅଧିକାଂଶ ଏଗଜିଟ ପୋଲରେ ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା