Masthead

ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନ, ସରଗରମ ରହିପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନ । ଗୃହକାର୍ୟ୍ୟ ଆଜି ସ୍ବାଭାବିକ ହେବ ନା ଗତକାଲି ଭଳି ସରଗରମ ରହିବ । ପ୍ରଥମ ଦିନରେ ଆମ୍ବଟାକୁଆ ମୃତ୍ୟୁ ପ୍ରସଙ୍ଗରେ ବିଧାନସଭାରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ । ଘଟଣାରେ ବିଚାର ବିଭାଗୟୀ ତଦନ୍ତ ଦାବି କରିଛନ୍ତି । ଏହାସହ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ କଂଗ୍ରେସ ସଦସ୍ୟ । ଆରଡିସିସ୍ତରୀୟ ତଦନ୍ତ ଯଥେଷ୍ଟ ନୁହେଁ ।

ଅନାହାର ମୃତ୍ୟୁ ପଛର କାରଣ ସରକାର ଖୋଜନ୍ତୁ ବୋଲି କଂଗ୍ରେସ କହିଛି । କଂଗ୍ରେସ ଓ ବିଜେଡିର ହଙ୍ଗାମା ଭିତରେ ଶେଷ ହୋଇଛି ବିଧାନସଭାର ପ୍ରଥମ ଦିନ । ଆଜି ଦ୍ବିତୀୟ ଦିନରେ ଗୃହକାର୍ୟ୍ୟ କିଭଳି ରହିବ ତାହା ବଡ଼ ପ୍ରଶ୍ନ । କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ଗଝଗଋ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ କାଳ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା