Masthead

ଝାଡ଼ଖଣ୍ଡରେ ଆଜିଠୁ ହେମନ୍ତ ସରକାର

ଝାଡ଼ଖଣ୍ଡ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡରେ ଆଜିଠୁ ହେମନ୍ତ ସରକାର। ୧୪ ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ହେମନ୍ତ ସୋରେନ୍। ରାଞ୍ଚିର ମୋହରାବାଡି ଗ୍ରାଉଣ୍ଡରେ ସିଏମ୍ ଭାବରେ ଶପଥ ଗ୍ରହଣ କରିବେ ହେମନ୍ତ। ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଡେପୁଟି ସିଏମ୍ ମଧ୍ୟ ଏହି କାର୍ଯ୍ୟକ୍ରମର ଅଂଶ ହେବେ। ରାଜ୍ୟପାଳ ସନ୍ତୋଷ କୁମାର ଗାଙ୍ଗୱାର ଅପରାହ୍ନ ୪ ଟାରେ ଶପଥ ଗ୍ରହଣ କରାଇବେ।

ଶପଥ ଗ୍ରହଣ ସମାରୋହରେ ରାହୁଲ ଗାନ୍ଧୀ, ଶରଦ ପାୱାର ଏବଂ ମମତା ବାନାର୍ଜୀଙ୍କ ସମେତ ଇଣ୍ଡିଆ ବ୍ଲକର ଅନେକ ଦିଗ୍ଗଜ ନେତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଉତ୍ସବରେ ଯୋଗଦେବେ। ଶପଥ ନେବା ପୂର୍ବରୁ ଟ୍ବିଟ୍ କରି ହେମନ୍ତ ସୋରେନ କହିଛନ୍ତି ଆଜିର ଦିନ ଐତିହାସିକ ହେବ। ସୂଚନା ଅନୁସାରେ ହେମନ୍ତ ସୋରେନ୍‌ ଆଜି ଏକୁଟିଆ ଶପଥ ନେଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ