Masthead

ଡିଜିପି/ଆଇଜିପି ସମ୍ମିଳନୀର ଦ୍ଵିତୀୟ ଦିନ, ୧୨ ଘଣ୍ଟା ଧରି ଚାଲିବ ମାନସମନ୍ଥନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପୁଲିସ ମହାନିର୍ଦ୍ଦେଶକଙ୍କ ମେଳି। ପ୍ରତି ରାଜ୍ୟରୁ ଆସିଥିବା ଡିଜିପି ଓ ଆଇଜିପିଙ୍କୁ ନେଇ ଗତକାଲିଠାରୁ ଆରମ୍ଭ ହୋଇସାରିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ଆଜି ଦ୍ବିତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ। ଦେଶବ୍ୟାପୀ ବଢ଼ୁଥିବା ସାଇବର ଅପରାଧ ଓ ଆଧୁନିକ ଜ୍ଞାନକୌଶଳ, ଉପକୂଳ ସୁରକ୍ଷା, ପୁଲିସ ନେତୃତ୍ବ ଏବଂ ଜାତୀୟ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା ହେବ। ଏହାସହ ନୂତନ ଭାବେ କାର୍ୟ୍ୟକାରୀ ହୋଇଥିବା ୩ ଅପରାଧିକ ଆଇନ ସମ୍ପର୍କରେ ଆଲୋକପାତ ହେବ।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ଏହି ଅବସରରେ ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ। ଲୋକସେବା ଭବନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଏନଏସଏ ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି। ଆଭ୍ୟନ୍ତରୀଣ ସୁରକ୍ଷା, ନକ୍ସଲ ଦମନ ଆଦି ପ୍ରସଙ୍ଗରେ ଆଲୋଚନା ହେବ। ବିଶେଷ କରି ସାଇବର ଅପରାଧ ଭଳି ଏକାଧିକ ସମସ୍ୟା ଉପରେ ମାନସମନ୍ଥନ କରାଯିବ। ଆଜି ଦ୍ଵିତୀୟ ଦିନରେ ୧୨ ଘଣ୍ଟା ଧରି ବିଚାର ବିମର୍ଶ ଚାଲିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ