Masthead

ଆଜିଠୁ ମହାରାଷ୍ଟ୍ରରେ ମହାୟୁତି ସରକାର

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ଆଜିଠୁ ମହାରାଷ୍ଟ୍ରରେ ମହାୟୁତି ସରକାର । ଶପଥ ନେବେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡ଼ନାଭିସ । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଅଜିତ କୁମାର । ମୁମ୍ବାଇର ଆଜାଦ ମୈଦାନରେ ଶପଥ ସମାରୋହ କାର୍ଯ୍ୟକ୍ରମ । ତେବେ ସଂଧ୍ୟା ୫ଟା ୩୦ରେ ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡନାଭିସ୍ ।

ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ୯ରୁ ୧୦ ଜଣ କେନ୍ଦ୍ରମନ୍ତ୍ରୀ, ୧୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ । ପାଖାପାଖି ୪୦ ହଜାର ବିଜେପି କର୍ମୀ ଉପସ୍ଥିତ ରହିବେ। ଦୁଇ ହଜାର ଭିଭିଆଇପି ଅଲଗା ବସିବା ପାଇଁ ବ୍ୟବସ୍ଥା କରାଯାଇଛି । କାର୍ଯ୍ୟକ୍ରମରେ ଅନେକ ଧର୍ମଗୁରୁ ମଧ୍ୟ ସାମିଲ ହେବେ । ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ ହଜାର ୫ଶହ ପୋଲିସ କର୍ମୀ ଓ ୫୨୦ ଅଧିକାରୀ ମୁତୟନ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ