Masthead

ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ପୁଣି ବୋମା ଆତଙ୍କ। ଦିଲ୍ଲୀର ଦୁଇଟି ଘରୋଇ ସ୍କୁଲକୁ ବୋମା ଲଗାଇ ଉଡାଇ ଦେବାକୁ ମିଳିଛି ଧମକ । ଡିପିଏସ ଆର୍.କେ.ପୁରମ୍ ଓ ପଶ୍ଚିମବିହାର ଜିଡି ଗୋଏଙ୍କା ସ୍କୁଲକୁ ଇ-ମେଲ୍ ଯୋଗେ ଧମକ ଆସିଛି। ସକାଳ ୭ଟାରେ ଇ-ମେଲ୍‌ ଯୋଗେ ଏହି ଦୁଇଟି ସ୍କୁଲକୁ ଧମକପୂର୍ଣ୍ଣ ମେସେଜ ଆସିଥିଲା। ବୋମା ଲାଗାଇ ସ୍କୁଲକୁ ଉଡାଇକୁ ଦେବାକୁ କେହି ଜଣେ ଦୁର୍ବୃତ୍ତ ଧମକ ଦେଇଥିଲେ।

ଏହାପରେ ତୁରନ୍ତ ପିଲାଙ୍କୁ ଘରକୁ ପଠାଇ ଦିଆଯାଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗର ଟିମ୍‌ ମଧ୍ୟରେ ସ୍କୁଲରେ ପହଞ୍ଚିଛି। ତଲାସି ଜାରି ରହିଛି। ଗତ ଅକ୍ଟୋବର ମାସରେ ରୋହିଣୀ ଅଞ୍ଚଳର ଏକ ସ୍କୁଲରେ ବିସ୍ଫୋରଣ ଘଟିଥିଲା। ତେଣୁ ଏବେ ପୁଣି ଥରେ ସ୍କୁଲକୁ ଧମକ ଆସିବା ପରେ ଦିଲ୍ଲୀର ସ୍କୁଲ ଗୁଡ଼ିକାରେ ବଢ଼ିଛି ସୁରକ୍ଷା ଚିନ୍ତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ