Masthead

ଆଜିଠୁ ୫ଦିନିଆ ଦିଲ୍ଲୀ-ରାଜସ୍ଥାନ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଗୁରୁବାରଠୁ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସନ୍ଧ୍ୟା ସାଢ଼େ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ ଜିଏସଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ।

ଏହାସହ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟି ପାରନ୍ତି ବୋଲି ଚର୍ଚ୍ଚା ହେଉଛି । ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ମୁଖ୍ୟମନ୍ତ୍ରୀ । ସେହିଭଳି ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ଭାଗ ନେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି ।୨୩ ତାରିଖ ଦିନ ସେ ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା