Masthead

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଡି ସ୍କାନରରେ ଓଡ଼ିଶା ନେତା । ପ୍ରମିଳାଙ୍କ ପରିବାର ପରେ ନିରଞ୍ଜନଙ୍କ ପାଳି । ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ସହ ତାଙ୍କ ସମ୍ପର୍କୀୟଙ୍କ ଘରେ ଇଡି ରେଡ କରିଛି । ଏକକାଳୀନ ତିନୋଟି ସ୍ଥାନରେ ରେଡ୍ ହୋଇଛି । ବେଆଇନ ଅର୍ଥ କାରବାର କଥା ସାମ୍ନାକୁ ଆସୁଥିବା ବେଳେ ହେଲେ ପ୍ରକୃତ ସତ୍ୟାସତ୍ୟ ଜଣାପଡ଼ିନାହିଁ । ସକାଳ ୭ଟାରୁ ୮ରୁ ୧୦ ଜଣ ଇଡି ଅଧିକାରୀ ଏହି ରେଡ୍ରେ ସାମିଲ ହୋଇଛନ୍ତି । ରେଡ ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ପୂର୍ବତନ ମନ୍ତ୍ରୀ, ପୂର୍ବତନ ପିସିସି ସଭାପତି ଭଳି ଗୁରୁଦାୟିତ୍ୱରେ ରହିଆସିଛନ୍ତି ନିରଞ୍ଜନ ।

ତାଙ୍କର ଅନେକ ବଡ ବଡ ପ୍ରତିଷ୍ଠିତ ସଂସ୍ଥା ରହିଛି । କିନ୍ତୁ ଏନେଇ ବର୍ତ୍ତମାନ ସୁଦ୍ଧା ଇଡି କିମ୍ବା ନିରଞ୍ଜନ ପଟ୍ଟନାୟକଙ୍କ ପକ୍ଷରୁ କୌଣସି ସ୍ପଷ୍ଟୀକରଣ ମିଳିନାହିଁ । ହଠାତ୍ କାହିଁକି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ ଇଡିର ନଜର । କଣ ରହିଛି ଏହାର କାରଣ? ଅର୍ଥି କାରବାର ସାଙ୍ଗକୁ ତାଙ୍କ ପରିବାର ରାଜନୈତିକ ଦଳ ସହ ରହିଛନ୍ତି ଜଡିତ । ତେବେ ଏହି ଦୁଇଟିର ଚଢାଉ ସାଙ୍ଗରେ ରିହିଛି କି ହାତ? ନା ଆଉ କିଛି ବଡ କାରବାର କରିଛନ୍ତି ପଟ୍ଟନାୟକ ପରିବାର ତାକୁ ନେଇ ଏବେ ଅନେକ କଳ୍ପନାଜଳ୍ପନା ଲାଗିରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା