Masthead

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ଲାଗି ରହିଛି ବର୍ଷା। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରଆ, ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ। ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଆଜି ସକାଳେ ଟ୍ୱିନ ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା