Masthead

ବ୍ରାଉନସୁଗାର ରେଡ୍ ବେଳେ ହଟହଟା ପୋଲିସ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଚଢାଉ ବେଳେ ପୋଲିସ ହଟହଟା । ବ୍ରାଉନସୁଗାର ରେଡ୍ ବେଳେ ଜଳେଶ୍ୱର କମର୍ଦ୍ଦା ବଜାରରେ ଉତ୍ତେଜନା । ବ୍ରାଉନସୁଗାର ଜବତ ସହ ଜଣେ ମହିଳାଙ୍କୁ ଧରିଲା ଅବକାରୀ ବିଭାଗ । ମହିଳାଙ୍କୁ ଧରି ଆଣିବା ବେଳେ ଅବକାରୀ ଗାଡ଼ି ଅଟକାଇଲେ ଲୋକେ । ଅବକାରୀ ବିଭାଗ ଗାଡ଼ି ଅଟକାଇ ଚାବି ଛଡ଼ାଇ ନେଇଥିବା ଅଭିଯୋଗ ହୋଇଛି । ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା