Masthead

ଆଜିଠୁ କମିବ ବର୍ଷା, ବଢିବ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାତାର ଅଦିନିଆ ବର୍ଷାରେ ଓଡ଼ିଶା ବେହାଲ୍‌। ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ଲାଗି ରହିଛି ବର୍ଷା। ପାଣିପାଗ ପୂରା ବିଗିଡ଼ିଯାଇଛି । ଫସଲ ପାଣିରେ ବତରି ବରବାଦ୍‌ । କାଲୁଆ ପବନକୁ ଲଗାଣ ବର୍ଷାରେ ଜନଜୀବନ ବେହାଲ୍‌ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି । ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ବର୍ଷାର ପ୍ରଭାବ କମିବ । ଲଗାତର ଅଦିନିଆ ବର୍ଷାରେ ବେହାଲ ହୋଇଛି ଓଡ଼ିଶା ।

ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ବର୍ଷା ଲାଗି ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି । ହେଲେ ଆସନ୍ତାକାଲି ସଂଧ୍ୟା କିମ୍ବା ୨୮ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏପରିକି କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହୋଇପାରେ। ଏହା ସହ ଅନେକ ସ୍ଥାନରେ ପାଗ ମେଘୁଆ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି