Masthead

ଆଜିଠୁ ପୁଣି ବଢିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ: ) ଆଜିଠୁ ପୁଣି ରାଜ୍ୟରେ ବଢିବ ଶୀତ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ୨ରୁ ୪ଡିଗ୍ରୀ ବଢିପାରେ ପାରଦ । ବର୍ଷ ଆରମ୍ଭରୁ ପ୍ରବଳ ଘନ କୁହୁଡି ସାଥିରେ ଧରି ଫେରିଲା ଶୀତ । କୋଇଡାରେ ତାପମାତ୍ରା କମିବା ସହ ରାଜପଥରେ ରାଜୁତି କରୁଛି କୁହୁଡି । ସ୍ଥିତି ଏମିତି ହୋଇଛି ଯେ, ୫ ମିଟର ଆଗକୁ ଦୃଶ୍ୟମାନ ହେଉନି ରାସ୍ତା ।

ଘନ କୁହୁଡି ପାଇଁ ଗାଡ଼ି ଚଳାଚଳରେ ବାଧା ଉପୁଜିବା ସହ ଟେନସା ବାରସୁଆଁ ରାସ୍ତା ଏବଂ ୫୨୦ ନମ୍ବର ଜାତୀୟ ରାଜପଥ କୋଇଡାରୁ ରଜାମୁଣ୍ଡା ରାସ୍ତାରେ ଅଟକି ରହିଛି ଶହ ଶହ ଗାଡ଼ି । ଅନ୍ୟପଟେ ହାଡ ଭଙ୍ଗା ଜାଡ ଫେରିବା ପରେ ଖଣି ଅଞ୍ଚଳ କୋଇଡାରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା