Masthead

ଆଜି ପଡ଼ିବ ପାଟଣା ନିର୍ବାଚନମଣ୍ଡଳି ବ୍ଳକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): ଆଜି ପଡ଼ିବ କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନମଣ୍ଡଳୀର ବିଜେଡି ବ୍ଳକ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଅନାସ୍ଥା ଭୋଟ । ଦିନ ୧୧.୩୦ରେ ପାଟଣା ବ୍ଳକ କାର୍ଯ୍ୟାଳୟରେ ଅଧ୍ୟକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ଉପରେ ସାହରପଡ଼ା ବିଡିଓ ରଞ୍ଜିତ କୁମାର ମହାନ୍ତଙ୍କ ସଭାପତିତ୍ୱରେ ପଡ଼ିବ ଭୋଟ । ଏଥିରେ ପୂର୍ବତନ ବ୍ଳକ ଅଧ୍ୟକ୍ଷା ବିଶ୍ଵନାଥ ନାୟକ ମୁଖ୍ୟ ଖଳନାୟକ ସାଜି ସରପଞ୍ଚ ଓ ସମିତି ସଭ୍ୟମାନଙ୍କୁ ଦୀର୍ଘ ଦିନ ହେବ ଅଜ୍ଞାତବାସରେ ରଖିଥିବା ବେଳେ ଆଜି କାହା ସପକ୍ଷରେ କେତେ ଭୋଟ ପଡୁଛି ତାହାକୁ ହଁ ଅପେକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!