Masthead

ବାହାରିବ ୨ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବାହାରିବ ୨ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ । ଚଳିତ ବର୍ଷ ୫୦୦ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ । ଜାତୀୟ ସଡ଼କ ସୁରକ୍ଷା ଅଭିଯାନରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ ପାଳନ ନେଇ ସଚେତନ କଲେ । ଲୋୟର ପିଏମଜିରୁ ରାମ ମନ୍ଦିର ଯାଏଁ ସଚେତନତା ପଦଯାତ୍ରା । ସଡ଼କ ସୁରକ୍ଷା ମଙ୍କସର ବାର୍ତ୍ତା ହେଉଛି ସୁରକ୍ଷିତ ଘରକୁ ଫେରନ୍ତୁ । ଓଡ଼ିଶା ଯାତ୍ରୀ ଆପର ମଧ୍ୟ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ବାର୍ତ୍ତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ